ଭଦ୍ରକ ଜିଲ୍ଲା (ଆମ ଓଡିଶା ଖବର )ଧାମନଗର ପ୍ରଖଣ୍ଡ ବଜରଙ୍ଗ ଦଳ ତରଫରୁ ଅଖଣ୍ଡ ଭାରତ ସଂକଳ୍ପ ଦିବସ ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ପାଳନ ଅବସରରେ ଏକ 300 ଫୁଟ୍ ଲମ୍ବର ତ୍ରିରଙ୍ଗା ପତାକା ଧରି ଧାମନଗର ନଗର ପରିକ୍ରମା କରାଯାଇଥିଲା ଶତାଧିକ ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତା ମାନଙ୍କ ସହ ବିଦ୍ୟାର୍ଥୀ ମାନଙ୍କର ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା,ଭଦ୍ରକ ଜିଲ୍ଲା ପ୍ରତିନିଧି ଶିଶିର କୁମାର ସ୍ଵାଇଁ ଙ୍କ ରିପୋର୍ଟ ଆମ ଓଡ଼ିଶା ଖବର,
ଧାମନଗର ବିଜ୍ଞାପିତ ଅଞ୍ଚଳରେ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି,

More Stories
ଭୋଟ ଚୋରୀ ବିରୁଦ୍ଧରେ କଂଗ୍ରେସର ଦସ୍ତଖତ ଅଭିଯାନ
କୁକୁଡ଼ାଖଣ୍ଡି ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟରେ ମହା ଦୁର୍ନୀତିରେଜିଷ୍ଟ୍ରି କାମ ପାଇଁ ସାଧାରଣ ଲୋକ ହେଉଛନ୍ତି ନିର୍ଦୟ ଶୋଷଣର ସିକାର ।
ପ୍ରାଣନାଥ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ସାଇନ୍ସ ସେମିନାର।