ଭଦ୍ରକ ଜିଲ୍ଲା (ଆମ ଓଡିଶା ଖବର )ଧାମନଗର ପ୍ରଖଣ୍ଡ ବଜରଙ୍ଗ ଦଳ ତରଫରୁ ଅଖଣ୍ଡ ଭାରତ ସଂକଳ୍ପ ଦିବସ ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ପାଳନ ଅବସରରେ ଏକ 300 ଫୁଟ୍ ଲମ୍ବର ତ୍ରିରଙ୍ଗା ପତାକା ଧରି ଧାମନଗର ନଗର ପରିକ୍ରମା କରାଯାଇଥିଲା ଶତାଧିକ ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତା ମାନଙ୍କ ସହ ବିଦ୍ୟାର୍ଥୀ ମାନଙ୍କର ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା,ଭଦ୍ରକ ଜିଲ୍ଲା ପ୍ରତିନିଧି ଶିଶିର କୁମାର ସ୍ଵାଇଁ ଙ୍କ ରିପୋର୍ଟ ଆମ ଓଡ଼ିଶା ଖବର,
ଧାମନଗର ବିଜ୍ଞାପିତ ଅଞ୍ଚଳରେ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି,


More Stories
ପକ୍ଷାଘାତ ରୋଗୀଙ୍କୁ ବାନ୍ଧି ଦେଲା ବିଷଧର ସାପ । ଦୀର୍ଘ ଦୁଇ ଘଣ୍ଟା ଧରି ବାନ୍ଧି ଧରିଥିଲା।
ବର୍ତ୍ତମାନ ସମୟର ଆହ୍ବାନ ନୈତିକ ମୂଲ୍ୟବୋଧ ଶିକ୍ଷା ଦେଲେ, ଡଃ ପ୍ରତିଭା ମହାରଥୀ।
କେନ୍ଦ୍ରସରକାରଙ୍କ ଦ୍ବାରା ପେଟ୍ରୋଲ ଡିଜେଲ୍ରୁ ରପ୍ତାନୀ ଶୁଳ୍କ ହ୍ରାସ।