ଢେଙ୍କାନାଳ ଜିଲ୍ଲା “ଆମ ଓଡ଼ିଶା ଖବର” କାମାକ୍ଷାନଗର ଥାନା ଭାଲୁମୁଣ୍ଡାରେ କୌଣସି ଅଜଣା ଗାଡ଼ି ଧକ୍କାରେ ଜଣେ ପୁଲିସ୍ ଏଏସ୍ଆଇଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।
ମୃତ ଏଏସ୍ଆଇଙ୍କ ନାଁ ମାନସ ସିଂ। ତାଙ୍କ ଘର ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ପାଟବେଡ଼ା ଗାଁରେ।
ମାନସ ଅନୁଗୋଳୁ ଜିଲ୍ଲାରେ କାର୍ଯ୍ୟରତ ଥିବା ବେଳେ ଛୁଟିନେଇ ଗତକାଲି ବିଳମ୍ବିତ ରାତିରେ ଘରକୁ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛନ୍ତି। ପାରିପାର୍ଶ୍ୱିକ ସ୍ଥିତିରୁ ତାଙ୍କୁ କୌଣସି ଗାଡ଼ି ପିଟି ଦେଇ ପଳାଇଥିବା ଜଣାପଡ଼ିଛି।
ଖୋର୍ଦ୍ଧା ଜଟଣୀରୁ ଧିରେନ ପ୍ରତିହାରିଙ୍କ ରିପୋର୍ଟ।
ଅଜଣା ଗାଡ଼ି ଧକ୍କାରେ ପୁଲିସ ଏଏସ୍ଆଇଙ୍କ ମୃତ୍ୟୁ।


More Stories
ଫରେଷ୍ଟରଙ୍କ ‘ବେନାମୀ’ ସମ୍ପତ୍ତି ଉପରୁ ଭିଜିଲାନ୍ସ ହଟିଇଲା ପରଦା ।
Odisha Vigilance catches an employee of Angul district in embezzlement of Rs 2.38 crore, searches have been launched at 5 locations.
ଜାତୀୟ ସ୍ତରୀୟ ବଡ଼ି ବିଲଡିଂ ପ୍ରତିଯୋଗିତାରେ ସଫଳତା ପାଇଲେ ଓମ ପ୍ରସାଦ