ପୁରୀ(ଆମ ଓଡ଼ିଶା ଖବର )ପୁରୀ ଶ୍ରୀମନ୍ଦିର ଉତ୍ତରଦ୍ଵାର ବଣୁଆ ଗଳିରେ ବେଆଇନ୍ ଭାବେ କୋରେକ୍ସ ବିକ୍ରି କରୁଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ ଚଢ଼ାଉ କରି ୫୦ ବର୍ଷିୟ ରାଜକିଶୋର ପୃଷ୍ଟିଙ୍କୁ ଗିରଫ କରିଥିଲା। ଏନେଇ ଟାଉନ ଥାନାରେ ୧୩୩/୨୦୨୪ ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି। ଅଭିଯୁକ୍ତ ନିକଟରୁ ୬୧ଟି ବୋତଲ କଫ ସିରଫ ସହ ନଗଦ ୪୨୦ ଟଙ୍କା ଜବତ କରାଯାଇଥିବା ଥାନା ଅଧିକାରୀ ସୁନିଲ କୁମାର ପ୍ରଧାନ ସୂଚନା ଦେଇଛନ୍ତି।
୬୧ ବୋତଲ କଫ ସିରଫ୍ ଜବତ, ଅଭିଯୁକ୍ତ କୋର୍ଟ ଚାଲାଣ l

More Stories
କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ମୃତଦେହ ଠାବ ହୋଇଛି। କେନ୍ଦୁଝର ଜିଲ୍ଲା ଘଟଗାଁ ଜଙ୍ଗଲରେ।
ଭିଜିଲାନ୍ସ ଜାଲରେ ଜଳଛାୟା ପ୍ରକଳ୍ପର ୪ ଅଧିକାରୀ ଗିରଫ ।
ବନ୍ଧୁକ ଦେଖାଇ ମହିଳାଙ୍କ ସୁନାଚେନ୍ ଲୁଟ୍ l