ରାୟଗଡା ଜିଲ୍ଲା (ଆମ ଓଡିଶା ଖବର )ଅଦ୍ୟ ତା.୧୧.୦୯.୨୦୨୫ ରିଖ ରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ପାରା ଲିଗାଲ୍ ଭଲ୍ୟୁଣ୍ଟର ଶ୍ରୀମତି କୁମାରୀ ବାଡତ୍ୟା ଜଣେ ନିରାଶ୍ରୟ ବୃଦ୍ଧା ଏ. ଆପାରାଓ ଙ୍କୁ ପିତ୍ତଳା ସାହି ଛକ ରାୟଗଡା ପରିସରରେ ଠାବ କରି ତାକୁ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଙ୍କର ଦ୍ୱାରସ୍ଥ କରିଥିଲେ I ତାପରେ ଜିଲ୍ଲା ଆଇନସେବା ପ୍ରାଧିକରଣ ସହଯୋଗରେ ସେହି ବୃଦ୍ଧା ଙ୍କୁରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଇଥିଲେ I ଏହାପରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ, ଜିଲା ସ୍ୱାସ୍ଥ୍ୟ ବିଭାଗ ଓ ପାରା ଲିଗାଲ୍ ଭଲ୍ୟୁଣ୍ଟର ଶ୍ରୀମତି କୁମାରୀ ବାଡତ୍ୟା ଙ୍କ ସହାୟତାରେ ଉକ୍ତ ବୃଦ୍ଧା ଙ୍କୁ ରାୟଗଡା ସ୍ଥିତ ମାତୃଶକ୍ତି ବରିଷ୍ଠ ନାଗରିକ ଗୃହ, କୋତାପେଟା, ରାୟଗଡା ରେ ଅବସ୍ଥାପିତ କରାଯାଇଛି I
ରାୟଗଡା ରୁ ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ।


More Stories
ODISHA POLICE DISTRICT HEADQUARTERS, KHORDHA.
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସଚେତନତା ପଦଯାତ୍ରା।
ଆନ୍ତର୍ଜାତୀୟ ମହିଳା ଦିବସରେ ‘ସୁଭଦ୍ରା’ର ୪ର୍ଥ କିସ୍ତି ପ୍ରଦାନ।