ରିପୋର୍ଟ ଞାନ ରଞ୍ଜନ ଦାଶ
ଖୋର୍ଦ୍ଧା (ଆମ ଓଡ଼ିଶା ଖବର) ସାଧାରଣ ନିର୍ବାଚନ କୁ ଅବାଧ, ନିରପେକ୍ଷ, ଶୃଙ୍ଖଳିତ ମତଦାନ ଲାଗି ଖୋର୍ଦ୍ଧ। ଜିଲ୍ଲା ଜଂକିଆ ପୁଲିସ ପକ୍ଷରୁ ଶନିବାର ବିଭିନ୍ନ ଅଂଚଳରେ ଫ୍ଲାଗ ମାର୍ଚ୍ଚ କରାଯାଇଛି । ଜଂକିଆ ଥାନା ଅନ୍ତର୍ଗତ ମଳିପଡା, ନରଣଗଡ, ଜଂକିଆ, ଛଣଗିରି,ହଜ ଓ ସିକୋ , କମାଗୁରୁ ଅଂଚଳରେ ଥାନା ଆଇଆଇସି ପ୍ରଜ୍ଞା ରିତମ୍ଭରା କର ଏବଂ ଅନ୍ୟ ପୁଲିସ ଅଧିକାରୀ, ସିଏପିଏଫ କର୍ମଚାରୀଙ୍କ ସହ ପୁଲିସ ଫୋର୍ସ ଫ୍ଲାଗମାର୍ଚ୍ଚ କରିଥିଲେ ।


More Stories
ବୈଷ୍ଣବୀୟ୍ ମହାଶିବ ରାତ୍ରୀ ପାଳିଲେ ଶ୍ରୀ ଚୈତନ୍ଯ ରିସର୍ଚ ଆସୋସିଏସନ।
ସହିଦ ମାନଙ୍କ ପାଇଁ କଳାଦିବସ ପାଳିଲେ, ଜଟଣୀର “ୟୁଥ ଫର ନ୍ୟସନାଲ” ସହ ସହ ଯୁବଛାତ୍ର।
ବ୍ରାଉନସୁଗାର ମାମଲାରେ ମାନସ ସାହୁକୁ ହେଲା ୧୦ ବର୍ଷ ଜେଲ୍,ଏକଲକ୍ଷ ଜରିମାନା।