ସିନେମା ଜଗତ, “ଆମ ଓଡ଼ିଶା ଖବର” ଦାଦାସାହେବ ଫାଲ୍କେ ପୁରସ୍କାର ପାଇବେ ମାଲାୟାଲମ୍ ସୁପରଷ୍ଟାର ମୋହନଲାଲ। ଭାରତୀୟ ସିନେମା ଜଗତରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ୨୩ ସେପ୍ଟେମ୍ବରରେ ହେବାକୁ ଥିବା ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ଏହି ପୁରସ୍କାର ପ୍ରଦାନ କରାଯିବ।
ଖୋର୍ଦ୍ଧା ଜଟଣୀରୁ ଧିରେନ ପ୍ରତିହାରିଙ୍କ ରିପୋର୍ଟ।


More Stories
Forester of Bandhbahal, arrested by Odisha Vigilance for accepting Rs 5,000 bribe.
ଦିନ ଦିପହରେ ଜାତୀୟ ରାଜପଥରେ ରାହାଜାନୀ ଓ ମରଣତ୍ମକ ଆକ୍ରମଣ l
ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତା ରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ କୁ ୪୦୦ ମିଟର ରାସ୍ତା କାର୍ଯ୍ୟ ନିମ୍ନ ମାନର l