ସିନେମା ଜଗତ, “ଆମ ଓଡ଼ିଶା ଖବର” ଦାଦାସାହେବ ଫାଲ୍କେ ପୁରସ୍କାର ପାଇବେ ମାଲାୟାଲମ୍ ସୁପରଷ୍ଟାର ମୋହନଲାଲ। ଭାରତୀୟ ସିନେମା ଜଗତରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ୨୩ ସେପ୍ଟେମ୍ବରରେ ହେବାକୁ ଥିବା ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ଏହି ପୁରସ୍କାର ପ୍ରଦାନ କରାଯିବ।
ଖୋର୍ଦ୍ଧା ଜଟଣୀରୁ ଧିରେନ ପ୍ରତିହାରିଙ୍କ ରିପୋର୍ଟ।


More Stories
ପକ୍ଷାଘାତ ରୋଗୀଙ୍କୁ ବାନ୍ଧି ଦେଲା ବିଷଧର ସାପ । ଦୀର୍ଘ ଦୁଇ ଘଣ୍ଟା ଧରି ବାନ୍ଧି ଧରିଥିଲା।
ବର୍ତ୍ତମାନ ସମୟର ଆହ୍ବାନ ନୈତିକ ମୂଲ୍ୟବୋଧ ଶିକ୍ଷା ଦେଲେ, ଡଃ ପ୍ରତିଭା ମହାରଥୀ।
କେନ୍ଦ୍ରସରକାରଙ୍କ ଦ୍ବାରା ପେଟ୍ରୋଲ ଡିଜେଲ୍ରୁ ରପ୍ତାନୀ ଶୁଳ୍କ ହ୍ରାସ।