ଓଡିଶା ସରକାର, “ଆମ ଓଡ଼ିଶା ଖବର” ମହିଳାଙ୍କୁ ସଶକ୍ତ କରାଇବା ପାଇଁ ଖୁବଶୀଘ୍ର ଆରମ୍ଭ ହେବ ‘ଆତ୍ମନିର୍ଭର ମହିଳା ଆମ ସୁବାହକ’ ଯୋଜନା। ଲୋନରେ କାର୍ କିଣିଲେ ସୁଧ ସୁଝିବେ ସରକାର। ଜଣଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଋଣ ଯୋଗାଇବେ ଓଡ଼ିଶା ସରକାର। ୪ ବର୍ଷରେ ୧୧୦୦ ମହିଳାଙ୍କୁ କାର୍ କିଣାଇଦେବେ। ପ୍ରଥମ ବର୍ଷରେ ୨୦୦ ଜଣଙ୍କୁ ଦିଆଯିବ କାର୍। ଦ୍ୱିତୀୟ ବର୍ଷରେ ୨୫୦, ତୃତୀୟ ବର୍ଷରେ ୩୦୦, ଚତୁର୍ଥ ବର୍ଷରେ ୩୫୦ ଜଣଙ୍କୁ ଦିଆଯିବ କାର୍। ଇଭି ଗାଡ଼ି କିଣିଲେ ଅଧିକ ୨ ଲକ୍ଷ ଟଙ୍କା ମିଳିବ ପ୍ରୋତ୍ସାହନ ରାଶି। ୨୧ରୁ ୪୦ ବର୍ଷର ମହିଳାଙ୍କୁ ମିଳିବ ସୁଯୋଗ।
ଖୋର୍ଦ୍ଧା ଜଟଣୀରୁ ଧିରେନ ପ୍ରତିହାରିଙ୍କ ରିପୋର୍ଟ।


More Stories
ବିକାଶ ପରିଷଦ ଶିଶୁ ମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ l
ଶ୍ରୀଚୈତନ୍ଯ ରିସର୍ଚ ଆସୋସିଏସନ ପକ୍ଷରୁ ଆଲୋଚନାଚକ୍ର।
ବାର୍ଷିକପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ l