ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର l
ଭୁବନେଶ୍ୱର (ଆମ ଓଡ଼ିଶା ଖବର )ଭୁବନେଶ୍ବର ଜଳଯୋଗାଣ ଓ ସ୍ବରେଜ୍ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ରେଡ୍ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ୍ ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର ସଂପର୍କୀୟଙ୍କ ଘରେ ରେଡ୍ l


More Stories
ଫରେଷ୍ଟରଙ୍କ ‘ବେନାମୀ’ ସମ୍ପତ୍ତି ଉପରୁ ଭିଜିଲାନ୍ସ ହଟିଇଲା ପରଦା ।
Odisha Vigilance catches an employee of Angul district in embezzlement of Rs 2.38 crore, searches have been launched at 5 locations.
ଜାତୀୟ ସ୍ତରୀୟ ବଡ଼ି ବିଲଡିଂ ପ୍ରତିଯୋଗିତାରେ ସଫଳତା ପାଇଲେ ଓମ ପ୍ରସାଦ