ଆସିଷ୍ଟାଣ୍ଟ_ପ୍ରୋଜେକ୍ଟ ମ୍ୟାନେଜରଙ୍କ ଘରେ ରେଡ୍,

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର l

ଭୁବନେଶ୍ୱର (ଆମ ଓଡ଼ିଶା ଖବର )ଭୁବନେଶ୍ବର ଜଳଯୋଗାଣ ଓ ସ୍ବରେଜ୍ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ରେଡ୍‌ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ୍ ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର ସଂପର୍କୀୟଙ୍କ ଘରେ ରେଡ୍ l

error: Content is protected !!