ରାୟଗଡା ଜିଲ୍ଲା (ଆମ ଓଡିଶା ଖବର )କଲ୍ୟାଣସିଂହପୁର ବ୍ଲକ -୯/୪( ଖବର )ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ କନ୍ଧକାତିପାଡୁ ପଞ୍ଚାୟତର ରିଞ୍ଜାବାଡ଼ି ଗ୍ରାମର ବୃଦ୍ଧା ଗାଙ୍ଗାରାଓ କାଡ୍ରାକା (୫୦) ଘର ସାଜାରୁ ପଡି ମୃତ୍ୟୁ ହୋଇଥିବା ଜଣାପଡିଛି । ପୁଲିସ କହିବା ଅନୁଯାୟୀ ରବିବାର ଦିନ ଗାଙ୍ଗାରାଓ କାଡ୍ରାକା ସଜନାଛୁଇଁ ତୋଳୁଥିବା ବେଳେ ଅସାବଧାନତା ଯୋଗୁଁ ତାଜାରୁ ତଳକୁ ଖସିପଡିଥିଲା ।ଯାହାଫଳରେ ଗୁରୁତ୍ୱ ହେବାରୁ ସଙ୍ଗେ ସଙ୍ଗେ ଜିଲା ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ ।ସେହିଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ମୃତ୍ୟୁ ହୋଇଛି ।ଉକ୍ତ ଖବର କଲ୍ୟାଣସିଂହପୁର ଥାନା ଏସ ଆଇ ଶିଵ ସାହୁ ରାୟଗଡା ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ଘଟଣା ବିଷୟରେ ଅନୁଧ୍ୟାନ କରିବା ପରେ ଶବ ଜବତ କରି ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଥିଲେ ।
ରାୟଗଡା ରୁ ଜିଲ୍ଲା ପ୍ରତିନିଧି ଅଜିତ କୁମାର ଭାତ୍ରା ଙ୍କ ରିପୋର୍ଟ ଆମ ଓଡିଶା ଖବର।


More Stories
ଗୁଣପୁର ସ୍ଥିତ ଏକଲବ୍ୟ ଆଦର୍ଶ ବିଦ୍ୟାଳୟ, ପରିସରରେ ସର୍ଗିଫୁଲ କାର୍ଯ୍ୟକ୍ରମ ଅନୁଷ୍ଠିତ।
୮୧ତମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ।
ଜିଲ୍ଲା ସ୍ତରୀୟ ଅନ୍ତଃ ବିଦ୍ୟାଳୟ ଚିତ୍ରାଙ୍କନ ପ୍ରତିଯୋଗିତା କାର୍ଯ୍ୟକ୍ରମ।