କୋରାପୁଟ ଜିଲ୍ଲା (ଆମ ଓଡିଶା ଖବର)ତାରିଖ ୦୮/୦୫/୨୦୨୫
କୋରାପୁଟ ଜିଲ୍ଲାର ଜୟପୁର ପୌରପାଳିକା ପକ୍ଷରୁ ଗତକାଲି ଯୋଗ୍ୟ ହିତାଧିକାରୀଙ୍କ ପାଇଁ ରାସନ କାର୍ଡ ବଣ୍ଟନ ଶୁଭାରମ୍ଭ ହୋଇଛି l ଏଥିରେ ମୁଖ୍ୟଅତିଥି ଭାବେ ଜୟପୁର ବିଧାୟକ ଶ୍ରୀ ତାରା ବାହିନୀପତି ଯୋଗ ଦେଇ ୨୮ ଜଣ ଯୋଗ୍ୟ ହିତାଧିକାରୀ ଙ୍କୁ ରାସନ କାର୍ଡ ପ୍ରଦାନ କରିଥିଲେ l ଏହି କାର୍ଯ୍ୟକ୍ରମରେ ବିଧାୟକଙ୍କ ସହିତ ପୌରାଧ୍ୟାକ୍ଷ ନରେନ୍ଦ୍ର ମହାନ୍ତି, ଉପଜିଲ୍ଲାପାଳ ତଥା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ଏ.ଏସ.ରେଡି,ପୁଣି ବିଭିନ୍ନ ପଦ ପଦବୀରେ ଥିବା ଅଧିକାରୀ, କାଉଁନସିଲର ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା l ଆସନ୍ତା ଦିନରେ ସମସ୍ତ ଯୋଗ୍ୟ ହିତାଧିକାରୀ ଙ୍କୁ ରାସନ କାର୍ଡ ଦିଆଯବ ବୋଲି ବିଧାୟକ ଶ୍ରୀ ତାର ବାହିନୀ ପୋତି କହିଛନ୍ତି l
କୋରାପୁଟ ରୁ ପ୍ରଶାନ୍ତ ଖୋସ୍ଲା ଙ୍କ ରିପୋର୍ଟ ଆମ ଓଡିଶା ଖବର


More Stories
ନିଅନ୍ତ୍ରଣ ହରାଇ ପିକଅପ ଭ୍ୟାନ ଦୁର୍ଘଟଣା।
ବିନା ନିରାପତ୍ତା ରେ କୋଟି କୋଟି ଟଙ୍କା ର କାର୍ଯ୍ୟ କରି ଯାତ୍ରୀ ଙ୍କୁ କଟୁ ଶବ୍ଦ ସହ ନାଲି ଆଖି ଦେଖାଉଛି ଏ ଆର୍ ଏସ୍ ଏସ୍ କମ୍ପାନୀ
କନିଷ୍ଠ କିରାଣୀ, ବ୍ଲକ ଏଜୁକେସନ ଅଫିସ, ସମ୍ବିତ ତ୍ରିପାଠି ଠକେଇ କାରନାମାରେ ବନ୍ଧାହେଲେ ଓଡିଶା ଭିଜିଲାନ୍ସ ଦ୍ବାରା।