ବେଗୁନିଆପଡା, (ଆମ ଓଡିଶା ଖବର): ଗୁରୁବାର ଦିନ ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟରେ ବିଶ୍ୱ ରେଡ କ୍ରସ ଦିବସ ଅନୁଷ୍ଠିତ ହୋଇଯାଇଛି | କାର୍ଯ୍ୟକ୍ରମ ପ୍ରାରମ୍ଭରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ରଘୁନାଥ ମୁଦୁଲି ଏହି ଦିବସର ତାପ୍ତର୍ଯ୍ୟ ବିଷୟରେ ବର୍ଣ୍ଣନା କରିଥିଲେ | ଏହି କାର୍ଯ୍ୟକ୍ରମକୁ ଯୁବ ରେଡକ୍ରସ ସଂଯୋଜକ ଶ୍ରୀଯୁକ୍ତ ରତ୍ନାକର ପ୍ରଧାନ ସଂଯୋଜନା କରିଥିଲେ | ଏଥିରେ ମହାବିଦ୍ୟାଳୟର ଅନ୍ତର୍ନିହିତ ଗୁଣାବଳୀ ବର୍ଦ୍ଧକ ସଂଯୋଜକ ଶ୍ରୀଯୁକ୍ତ ସପନ କୁମାର ଦାଶ ଙ୍କ ସମେତ ଅନେକ ଅଧ୍ୟାପକ ଓ କର୍ମଚାରୀ ଉପସ୍ଥିତ ଥିଲେ |
ରିପୋର୍ଟ:ଦେବାଶିଷ ମହାରଣା
More Stories
ନୂଆଗଡ ଗ୍ରାମ୍ୟ କମିଟି ସଭାପତି ଗୁରୁବାରି ବିଶ୍ଵାଳଙ୍କ ଦେହାନ୍ତ
ନୂଆଗଡ ଗ୍ରାମ୍ୟ କମିଟି ସଭାପତି ଗୁରୁବାରି ବିଶ୍ଵାଳଙ୍କ ଦେହାନ୍ତ
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ବନ ମହୋତ୍ସବ ପାଳିତ