ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଭୁବନେଶ୍ୱର ବିମାନବନ୍ଦରରୁ ଆବୁଧାବିକୁ ପ୍ରଥମ ବିମାନ ଉଡ଼ାଣକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ଓଡ଼ିଶାକୁ ପ୍ରମୁଖ ଆନ୍ତର୍ଜାତୀୟ ଗନ୍ତବ୍ୟସ୍ଥଳ ସହିତ ସଂଯୋଗ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।
ଏହି ବୃଦ୍ଧି ପାଉଥିବା ବିଶ୍ୱ ସଂଯୋଗୀକରଣ କେବଳ ପର୍ଯ୍ୟଟନକୁ ବୃଦ୍ଧି କରିବ ନାହିଁ ବରଂ ବାଣିଜ୍ୟ ଏବଂ ନିବେଶ ପାଇଁ ନୂତନ ରାସ୍ତା ଖୋଲିବ। ଯାହା ରାଜ୍ୟର ଅର୍ଥନୀତିକୁ ସୁଦୃଢ଼ କରିବାରେ ସଫଳ ହେବ।
ଖୋର୍ଦ୍ଧା ଜଟଣୀରୁ ଧିରେନ ପ୍ରତିହାରିଙ୍କ ରିପୋର୍ଟ ଆମ ଓଡ଼ିଶା ଖବର।


More Stories
ସୁନ୍ଦରଗ୍ରାମ ହାଇସ୍କୁଲର ପ୍ଲାଟିନମ୍ ଜୁବୁଲି ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଟାଙ୍ଗୀ ଅଞ୍ଚଳ ପାଇଁ ଗୈ।ରବ ଆଣିଲେ ରିୟାଂସ
ଜିଲ୍ଲା ପରିଷଦ ସଭ୍ୟାଙ୍କ ଅକାଳ ବିୟୋଗ