ଖୋର୍ଦ୍ଧା ଜିଲ୍ଲା (ଆମ ଓଡିଶା ଖବର)ଅନେକ ଆପତ୍ତିଜନକ ସମାଗ୍ରୀ ସହିତ ଘଟଣାସ୍ଥଳରୁ ପୋଡା ସିଗାରେଟ୍ ଜବତ ହୋଇଛି। ଡିଏନଏ ପରୀକ୍ଷା ପାଇଁ ପ୍ରଥମେ ୬ ଅଭିଯୁକ୍ତଙ୍କର ନମୁନା ସଂଗ୍ରହ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୬ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି ପଚରାଉଚରା କରାଯିବା ପରେ ୪ ନାବାଳକଙ୍କୁ ଆଣିବା ପ୍ରକ୍ରିୟା କରାଯିବ। ପୀଡିତା ଓ ସମସ୍ତ ଅଭିଯୁକ୍ତଙ୍କର ଅଡିଓ ଭିଡିଓ ବୟାନ ରେକର୍ଡ ହୋଇଛି। ବରିଷ୍ଠ ପୋଲିସ ଅଧିକାରୀଙ୍କ ପକ୍ଷରୁ ସୂଚନା।
ଖୋର୍ଦ୍ଧା ଜଟଣୀରୁ ଧିରେନ ପ୍ରତିହାରିଙ୍କ ରିପୋର୍ଟ ଆମ ଓଡ଼ିଶା ଖବର
More Stories
ଲାଞ୍ଚ ନେଇ ଆଇପିଏସ୍ ଧରାପଡ଼ିବା ଘଟଣା: ମିଳିଳା ନଗଦ ୫ କୋଟି, ଦାମୀ କାର ଓ ପୁଳାପୁଳା ସୁନା।
ଜିଲ୍ଲା ସ୍ତରୀୟ ପେନସନ ଅଦାଲତରେ ୧୯୩ ପେନସନ କେଶ୍ ସମୀକ୍ଷା l
ଖୋର୍ଦ୍ଧା ଜିଲ୍ଳା ପ୍ରଶାସନ ପକ୍ଷରୁ ଦୀପାବଳୀ (ଦୀୱାଲୀ) ଷ୍ଟଲ୍ ଉଦ୍ଘାଟିତ l