ବେଗୁନିଆପଡା, (ଆମ ଓଡିଶା ଖବର):ବେଗୁନିଆପଡା ବ୍ଲକ ଅନ୍ତର୍ଗତ ତାଳସର ଶାନ୍ତିନଗର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି | ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟା ଭି.ସାଇଶ୍ବରୀଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆଚାର୍ଯ୍ୟ ଏମ.ରାଜେଶ କୁମାର ଦୋରା,ଟିକିନା ଜେନା, ଝୁମୁରୀ ତାରିଣୀ, ଶ୍ରୀଲଙ୍କା ଭୂୟାଁ ଙ୍କ ସମେତ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ | ଏହି କାର୍ଯ୍ୟକ୍ରମରେ ଗୁରୁଜୀ, ଗୁରୁମା ଙ୍କ ସମେତ ସମସ୍ତ ବିଦ୍ୟାର୍ଥୀ ବୃକ୍ଷ ରୋପଣ କରି ଏହାର ଯତ୍ନ ନେବା ପାଇଁ ମଧ୍ୟ ଶପଥ ନେଇଥିଲେ |
ରିପୋର୍ଟ :ଦେବାଶିଷ ମହାରଣା


More Stories
ରାଗପୁର ଠାରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ l
ମାଟ୍ରିକ ଟପ୍ପରଙ୍କୁ କୋଦଳା ଏନଏସି ପକ୍ଷରୁ ସମ୍ବର୍ଦ୍ଧନା l
ପଶ୍ଚିମବଙ୍ଗରେ ବିଜେପି ଇନ୍, ଦିଦି ଆଉଟ ହେବା ପରେ ସୁମଣ୍ଡଳ ଠାରେ ବିଜେପିର ବିଜୟ ଶୋଭାଯାତ୍ରା l