ବେଗୁନିଆପଡ଼ା(ଆମ ଓଡିଶା ଖବର): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଅଙ୍ଗାରଗାଁ ପଂଚାୟତ ନୂଆଗଡ ଗ୍ରାମର ଗ୍ରାମ୍ୟ କମିଟି ର ସଭାପତି, ଏବଂ କାଳଞ୍ଜି ସମାଜର ସକ୍ରୀୟ ସଦସ୍ୟ, ପୂର୍ବତନ ୱାର୍ଡ଼ ସଭ୍ୟ ଗୁରିବାରି ବିଶ୍ଵାଳଙ୍କ ୭୫ ବର୍ଷ ବୟସରେ ଆଜି ସକାଳ ସମୟରେ ବ୍ରହ୍ମପୁର ସ୍ଥିତ ଏମ୍ କେ ସି ଜି ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି । ଏହି ଅଞ୍ଚଳର ସେ ଜଣେ ଜଣାଶୁଣା ବ୍ୟକ୍ତିବିଶେଷ ଥିଲେ । ତାଙ୍କ ଶେଷ ଦର୍ଶନ ପାଇଁ ଏହି ଅଞ୍ଚଳର ବହୁ ଜଣାଶୁଣା ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ । ଗାଁ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଯାଇଛି । ଖବର ପ୍ରସାରିତ ହେବା ପରେ ସ୍ଥାନୀୟ ଅଞ୍ଚଳ ରେ ଶୋକର ଛାୟା ଖେଳି ଯାଇଛି ।
ରିପୋର୍ଟ :ଦେବାଶିଷ ମହାରଣା


More Stories
ପୋଷ୍ଟ ଅଫିସ ଛକ “ମୋ ଜଟଣୀ “ପାର୍କରେ ଏକ ମଡେଲ ଶୌଚାଳୟ ନିର୍ମାଣ ପାଇଁ ଶୁଭ ଉଦ୍ଘାଟନ।
କଂଗ୍ରେସ ନେତାଙ୍କ ଭାତୃ ବିୟୋଗ,
କାଲିମେଘି ଠାରୁ ଲୁହାକୋଟ ନବ ନିର୍ମିତି ରାସ୍ତାର ଆୟୁଷ କେତେ ?