
ଗଞ୍ଜାମ ଜିଲ୍ଲା (ଆମ ଓଡିଶା ଖବର )ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କଲା ଭିଜିଲାନ୍ସ ଛତ୍ରପୁର ନିକଟ ଜାତୀୟ ରାଜପଥରେ ଚଢ଼ାଉ କଲା ଗଞ୍ଜାମ ଭିଜିଲାନ୍ସ ଟିମ। ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ। ଗଞ୍ଜାମର ଯୋଗାଣ ଅଧିକାରୀ ପୁଷା ମୁଣ୍ଡାଙ୍କ ଗାଡିରେ ଟଙ୍କା। ପୁଷାଙ୍କ ସରକାରୀ ଗାଡ଼ିରୁ ନଗଦ ୩ ଲକ୍ଷ ଜବତ। ଛତ୍ରପୁର ନିକଟସ୍ଥ ଜାତୀୟ ରାଜପଥରେ ଟଙ୍କା ସହ ସରକାରୀ ଗାଡ଼ି ଜବତ କଲେ ଗଞ୍ଜାମ ଜିଲା ଭିଜିଲାନ୍ସ।

ଖୋର୍ଦ୍ଧା ଜଟଣୀରୁ ଧିରେନ ପ୍ରତିହାରିଙ୍କ ରିପୋର୍ଟ ଆମ ଓଡ଼ିଶା ଖବର।


More Stories
ବୈଷ୍ଣବୀୟ୍ ମହାଶିବ ରାତ୍ରୀ ପାଳିଲେ ଶ୍ରୀ ଚୈତନ୍ଯ ରିସର୍ଚ ଆସୋସିଏସନ।
ସହିଦ ମାନଙ୍କ ପାଇଁ କଳାଦିବସ ପାଳିଲେ, ଜଟଣୀର “ୟୁଥ ଫର ନ୍ୟସନାଲ” ସହ ସହ ଯୁବଛାତ୍ର।
ବ୍ରାଉନସୁଗାର ମାମଲାରେ ମାନସ ସାହୁକୁ ହେଲା ୧୦ ବର୍ଷ ଜେଲ୍,ଏକଲକ୍ଷ ଜରିମାନା।