ଖୋର୍ଦ୍ଧା ରୁ ଞାନ ରଞ୍ଜନ ଦାଶ ଙ୍କ ରିପୋର୍ଟ
ଖୋର୍ଦ୍ଧା ଜିଲ୍ଲା(ଆମ ଓଡ଼ିଶା ଖବର)ନିରାକାରପୁର ଥାନା ଆଇଆଇସି ବିଶ୍ୱଜିତ୍ ରାଉତରାୟ ଙ୍କ ନେତୃତ୍ୱରେ ଅନ୍ୟ ପୋଲିସ କର୍ମଚାରୀମାନେ ନୂଆ ଜଗନ୍ନାଥ ସଡ଼କରେ ଗାଡି ମଟର ଯାଞ୍ଚ ଯାଞ୍ଚ କରିଥିଲେ। ହେଲମେଟ ରୁ ଆରମ୍ଭ କରି ଗାଡି କାଗଜ ପତ୍ର ଯାଞ୍ଚ କରାଯାଇଥିଲା। ଏକାଧିକ ଗାଡିରୁ ପ୍ରାୟ ୩୦ ହଜାର ଟଙ୍କା ଜୋରିମାନା ଆଦାୟ କରାଯାଇଛି ବୋଲି ଏସ ଆଇ
ଦିପାଲିଶା ନାୟକଙ୍କ ଠାରୁ ଜଣାପଡିଛି।


More Stories
୨୦ତମ ଜାମ୍ବୋରେଟ୍ ସ୍ୱତନ୍ତ୍ର ଟ୍ରାଇବାଲ୍ ତୃତୀୟ ଦିନରେ ୨୭୦ ପ୍ରକାର ଖାଦ୍ୟ ପ୍ରଦର୍ଶନ କଲେ ସ୍କାଉଟ୍ ଗାଇଡ୍।
ଆନ୍ତର୍ଜାତିୟ ଟାଏକୋଣ୍ଡୋ ପ୍ରତିଯୋଗୀତାରେଅମରଦୀପଙ୍କୁ ସୂର୍ଣ୍ଣ ପଦକ।
କୁଶମାଟି କ୍ଳଷ୍ଟର ଅଭିନବ ପ୍ରୟାସ ” ମାନସ ମନ୍ଥନ”