ବାଣପୁର ( ଆମ ଓଡ଼ିଶା ଖବର ) ଅଦ୍ୟତା 08/11/2023 ରିଖ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀ ବାଣପୁର ବ୍ଲକ ଅନ୍ତର୍ଗତ ନନ୍ଦପୁର ଗ୍ରାମ ପଞ୍ଚାୟତର ଦୋଳମୁଣ୍ଡାଇ ଗ୍ରାମ ରେ ଅନୁଷ୍ଠିତ ହୋଇଥିବା ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଶ୍ରୀମଦ୍ ଭାଗବତ କଥା ମହୋତ୍ସବ ରେ ଯୋଗଦେଇଥିଲେ ଖୋର୍ଦ୍ଧା ଜିଲ୍ଲା ବିଜୁ ଜନତା ଦଳର ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ମନୋଜ କୁମାର ପ୍ରଧାନ l
ଶ୍ରୀମଦ୍ ଭାଗବତ କଥା ମହୋତ୍ସବ ରେ ଯୋଗଦେଲେ ଶ୍ରୀଯୁକ୍ତ ମନୋଜ କୁମାର ପ୍ରଧାନ l


More Stories
ଖୋର୍ଦ୍ଧାରେ ଏକଦିବସୀୟ ଜୁନିଅର ରେଡ଼କ୍ରସ କର୍ମଶାଳା।
ଜଟଣୀ ମହାବିଦ୍ୟାଳୟରେ ବିଶ୍ବ ଏଡ଼ସ୍ ଦିବସ ପାଳିତ l
ଜଟଣୀ ତ୍ରୟୋବିଂଶ ପୁସ୍ତକମେଳା ୨୦୨୫ ପାଇଁ ସାମ୍ବାଦିକ ସମ୍ମିଳନୀ ।