ବାଣପୁର ( ଆମ ଓଡ଼ିଶା ଖବର ) ଅଦ୍ୟତା 08/11/2023 ରିଖ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀ ବାଣପୁର ବ୍ଲକ ଅନ୍ତର୍ଗତ ନନ୍ଦପୁର ଗ୍ରାମ ପଞ୍ଚାୟତର ଦୋଳମୁଣ୍ଡାଇ ଗ୍ରାମ ରେ ଅନୁଷ୍ଠିତ ହୋଇଥିବା ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଶ୍ରୀମଦ୍ ଭାଗବତ କଥା ମହୋତ୍ସବ ରେ ଯୋଗଦେଇଥିଲେ ଖୋର୍ଦ୍ଧା ଜିଲ୍ଲା ବିଜୁ ଜନତା ଦଳର ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ମନୋଜ କୁମାର ପ୍ରଧାନ l
ଶ୍ରୀମଦ୍ ଭାଗବତ କଥା ମହୋତ୍ସବ ରେ ଯୋଗଦେଲେ ଶ୍ରୀଯୁକ୍ତ ମନୋଜ କୁମାର ପ୍ରଧାନ l


More Stories
ବାଣିଜ୍ୟରେ 93% ରଖି ବିଦ୍ୟାଳୟ ଟପର ହେଲେ ବାଲୁଗାଁର ଅଞ୍ଚିତା ନାୟକ l
जनकल्याण सोसाइटी की तीसरी जनरल मीटिंग।
జనకళ్యాణ్ సొసైటీ మూడవ సర్వసభ్య సమావేశం.