ବାଣପୁର ଥାନା ଭୀମପୁର ଗ୍ରାମର ରାଜେଶ ପ୍ରଧାନ(ସାଦୀପ ) ବୟସ 21ଏବଂ ରାଜେନ୍ଦ୍ର ସାହୁ(ଗୁଗୁଲି )ବୟସ 26.ଙ୍କୁ ଦୁର୍ବୁତ୍ତମାନେ ପଲଟନ ପଡିଆଠାରେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲେ। ଫଳରେ ଉଭୟ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ବାଣପୁର ମେଡିକାଲରେ ଭର୍ତ୍ତି କରିଥିଲେ । ତେବେ ଦୁଇଜଣଙ୍କ ଅବସ୍ଥା ଗୁରୁତ୍ୱର ଥିବାରୁ ସେମାନଙ୍କୁ ଭୁବନେଶ୍ୱର ଏମ୍ସ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ସାଙ୍ଗେ ସାଙ୍ଗେ ବାଣପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚିଥିଲା
ବାଣପୁର ଅଞ୍ଚଳରେ ଏପରି କାଣ୍ଡ ଦେଖି ସାଧାରଣର ଲୋକଙ୍କ ମନରେ ଭୟ ସୃଷ୍ଟି କରିଛି!!


More Stories
Dr. B. Bipin Bihari Mishra was awarded the Odisha Seva Ratna award.
ବେଗୁନିଆ ତହସିଲଦାର ଅଫିସରେ ଭିଜିଲାନ୍ସ ଚଢ଼ାଉ, ଧରାହେଲା ମହିଳା ଡାଟାଏଣ୍ଟ୍ରି ଅପରେଟର।
ମହିଳାଙ୍କୁ କାର୍ କିଣି ଦେବେ ଓଡ଼ିଶା ସରକାର।