ବାଣପୁର ଥାନା ଭୀମପୁର ଗ୍ରାମର ରାଜେଶ ପ୍ରଧାନ(ସାଦୀପ ) ବୟସ 21ଏବଂ ରାଜେନ୍ଦ୍ର ସାହୁ(ଗୁଗୁଲି )ବୟସ 26.ଙ୍କୁ ଦୁର୍ବୁତ୍ତମାନେ ପଲଟନ ପଡିଆଠାରେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲେ। ଫଳରେ ଉଭୟ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ବାଣପୁର ମେଡିକାଲରେ ଭର୍ତ୍ତି କରିଥିଲେ । ତେବେ ଦୁଇଜଣଙ୍କ ଅବସ୍ଥା ଗୁରୁତ୍ୱର ଥିବାରୁ ସେମାନଙ୍କୁ ଭୁବନେଶ୍ୱର ଏମ୍ସ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ସାଙ୍ଗେ ସାଙ୍ଗେ ବାଣପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚିଥିଲା
ବାଣପୁର ଅଞ୍ଚଳରେ ଏପରି କାଣ୍ଡ ଦେଖି ସାଧାରଣର ଲୋକଙ୍କ ମନରେ ଭୟ ସୃଷ୍ଟି କରିଛି!!
More Stories
ବାଣପୁର ବ୍ଲକ ବିଜୁ ଜନତାଦଳ ପକ୍ଷରୁ ମା ମେଘାମ୍ବରୀ କଲ୍ଯାଣ ମଣ୍ଡପ ଠାରେ ଏକ ବନ୍ଧୁ ମିଳନ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି l
ବ୍ଲକ ରେ ପାଳିତ ହେଲା ସ୍ୱଚ୍ଛତା ହିଁ ସେବା ଦିବସ l
ସୋସିଆଲ ମିଡିଆରେ ସାମ୍ବାଦିକଙ୍କୁ ଧମକ ଦେବା ଦୁଇ ଯୁବକଙ୍କୁ ପଡିଲା ମହଙ୍ଗା l