ବୌଦ୍ଧ (ଚିତ୍ତ ରଞ୍ଜନ ସିଂ)4/9/23 ହରଭଙ୍ଗା ବ୍ଲକ୍ ଧଳପୁର ଠାରେ ଆଜି ବିଜେଡ଼ି ଦଳର ଏକ ଜନସମାବେଶ ବୈଠକ ଅନୁଷ୍ଠିତ ହୋଇଯାଇଛି। ମାନ୍ୟବର ମନ୍ତ୍ରୀ ଜଙ୍ଗଲ ପରିବେଶ ଓ ସୂଚନା ଲୋକସଂପର୍କ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ଯୋଗ ଦେଇ ପଞ୍ଚାୟତ ସ୍ତରରେ ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ସମ୍ପର୍କରେ ଅବଗତ କରିବା ସହିତ ବିଭିନ୍ ସମସ୍ୟା ବିଷୟରେ ମଧ୍ୟ ଆଲୋଚନା କରିଥିଲେ। ଏହି ସଭାରେ ସରପଞ୍ଚ ଶ୍ରୀମତୀ ସୁଜାତା କର୍ଣ୍ଣ ମଞ୍ଚ ପରିଚାଳନା କରିଥିବା ବେଳେ ପୂର୍ବତନ ସରପଞ୍ଚ ବିଶ୍ଵାମିତ୍ର ମହାକୁଡ,ନନ୍ଦିନୀ ପ୍ରଧାନ, ନନ୍ଦ କିଶୋର ସେଠି ପ୍ରମୁଖ ଉପସ୍ଥିତ ଥିଲେ।
ଧଳପୂର ରେ ବିଜେଡ଼ି ର ଜନସମାବେଶ l

More Stories
ଚାଷୀଙ୍କ ଧାନ ଫସଲର କ୍ଷତିପୂରଣ ପାଇଁ ଦାବୀ କଲା ଆପ୍ l
ବୁରୁଝରୀ ରେ ବିଜେପିର ମିଶ୍ରଣ ପର୍ବ…ବିଜେପିରେ ଯୋଗଦେଲେ ଯୁବ ସରପଞ୍ଚ ଙ୍କ ସମେତ ଶତାଧିକ କର୍ମୀ l
ଚିଲିକା ଆମ ଆଦମୀ ପାର୍ଟି ବିଧାୟକ ପାର୍ଥି ସଂଗ୍ରାମଙ୍କ ମାରାଥନ ପ୍ରଚାର l