ହରଭଙ୍ଗା 17/9(ଚିତ୍ତ ରଞ୍ଜନ ସିଂ) ବୌଦ୍ଧ ଜିଲ୍ଲା ଆଠ ନମ୍ବର ମଣ୍ଡଳ ବିଜେପି ତରଫରୁ ରବିବାର ଦିନ ତିଳେଶ୍ୱର ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି, ଘୋଷଣା କରିଥିବା ନୂତନ ବିଶ୍ୱକର୍ମା ଯୋଜନା ବିଷୟରେ ହିତାଧିକାରୀ ମାନଙ୍କୁ ଧରି ଉକ୍ତ ଯୋଜନା ବାବଦରେ ଆଲୋଚନା କରିଥଲେ, ମଣ୍ଡଳ ସଭାପତି ବାମନ ବାରିକ ଓ ବିଜେପି ନେତା ସରୋଜ ପ୍ରଧାନ ଙ୍କ ସମେତ ହିତାଧିକାରୀ ଓ ଜନସାଧରଣ ଉପସ୍ଥିତ ଥିଲେ l
ବିଶ୍ୱକର୍ମା ଯୋଜନା ରେ ହିତାଧିକାରୀ ଙ୍କୁ ସଚେତନତା l


More Stories
ଦିବ୍ୟଦର୍ଷି ଦିବାକର” ସାରସ୍ଵତ ସାଧକ ସ୍ବର୍ଗତ ଦିବାକର ବିଶ୍ଵାଳଙ୍କ ୯୬ତମ ଜନ୍ମୋତ୍ସବ ପାଳନ l
ବିପର୍ଯ୍ୟସ୍ତ ପଟ୍ଟାମୁଣ୍ଡାଇ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ଆଉ ଏକ ବିକଳ ଚିତ୍ର l
ବୈଷ୍ଣବୀୟ୍ ମହାଶିବ ରାତ୍ରୀ ପାଳିଲେ ଶ୍ରୀ ଚୈତନ୍ଯ ରିସର୍ଚ ଆସୋସିଏସନ।