ବୌଦ୍ଧ (ଚିତ୍ତରଞ୍ଜନ ସିଂହ)
ହରଭଙ୍ଗା :07/08.ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ଦିନ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଓ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି!ଉକ୍ତ ଶିବିର ରେ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ , ଏସ ଡି ପି ଓ -ସଂଯୁକ୍ତl ବାର୍ଲା, ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ -ରବିନାରାୟଣ ତ୍ରିପାଠୀ,ହରଭଙ୍ଗା ବିଡିଓ ସ୍ୱପ୍ନିତା ନାଏକ, ତହସିଲଦାର ଶିବାନୀ ଦାସ ଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l!ଉକ୍ତ ଶିବିର ରେ ସମୁଦାୟ 79ଗୋଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ବ୍ୟକ୍ତିଗତଅଭିଯୋଗ 75ଟି,ସାମୁହିକ ଅଭିଯୋଗ 4ଗୋଟି ଆସିଥିଲା ଏବଂ !ତତ୍କାଳୀନ 53ଗୋଟି ଅଭିଯୋଗ ର ସମାଧାନ ହୋଇଥିବା ବେଳ ସହିତ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ରୁ 17ଜଣକୁ 68,000ଟଙ୍କା ପ୍ରଦାନ କରାଯାଇଥିବା ଜଣାପଡିଛି l


More Stories
ମା’ବ୍ୟାଘ୍ରଦେବୀଙ୍କ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟ ନିମନ୍ତେ ନିମନ୍ତ୍ରଣ
ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବନ ରେଞ୍ଜ୍ର ଅଧିକାରୀ ସୁକୁମାର ଦୁଖୁ।
ଜଳସେଚନ ଯନ୍ତ୍ରୀଙ୍କ ୮ପ୍ଲଟ୍, ୧.୭ କୋଟିର ଜମା।