ମୃତକ ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା
ଯାଜପୁର ରୋଡ ଷ୍ଟେସନରେ ଟ୍ରେନ ରେ କଟି ଛ୍ଅ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ପାଞ୍ଚ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି
ଏହି ଦୁର୍ଘଟଣାରେ ଆହତ ଦୁଇ ଜଣ ଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି .



More Stories
Forester of Bandhbahal, arrested by Odisha Vigilance for accepting Rs 5,000 bribe.
ଖୋର୍ଦ୍ଧାରେ ଏକଦିବସୀୟ ଜୁନିଅର ରେଡ଼କ୍ରସ କର୍ମଶାଳା।
ଜଟଣୀ ମହାବିଦ୍ୟାଳୟରେ ବିଶ୍ବ ଏଡ଼ସ୍ ଦିବସ ପାଳିତ l