ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ୧୮ ହଜାରରୁ ଅଧିକ ଅଭିଯୋଗ ଗ୍ରହଣ କରାଯାଇଛି – ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କଲେ ୫-ଟି ସଚିବ
ଜନ ଅଭିଯୋଗ ଶୁଣାଣୀକୁ ଅଗ୍ରାଧିକାର ଦିଅ – ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ସବୁ ବିଭାଗ, ଜିଲ୍ଲା କର୍ତ୍ତୃପକ୍ଷ ମାନେ ଲୋକଙ୍କ ଅଭିଯୋଗର ତୁରନ୍ତ ସମାଧାନ ଉପରେ ଗୁରୁତ୍ବ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
‘ମୋ ସରକାର’ ଅଧିନରେ ଆସିବ ଜନ ଅଭିଯୋଗ ଶୁଣାଣୀ – ମୁଖ୍ୟମନ୍ତ୍ରୀ
ଆସନ୍ତା ମାସ ଠାରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଲୋକଙ୍କୁ ଫୋନ କରି ସେମାନଙ୍କ ଅଭିଯୋଗର ସମାଧାନ ସଂପର୍କରେ ଜାଣିବ l


More Stories
Forester of Bandhbahal, arrested by Odisha Vigilance for accepting Rs 5,000 bribe.
ଦିନ ଦିପହରେ ଜାତୀୟ ରାଜପଥରେ ରାହାଜାନୀ ଓ ମରଣତ୍ମକ ଆକ୍ରମଣ l
ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତା ରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ କୁ ୪୦୦ ମିଟର ରାସ୍ତା କାର୍ଯ୍ୟ ନିମ୍ନ ମାନର l