ଭୂବନେଶ୍ୱର, ୧୩/୬ (ଅର୍ଚନା ଦଳେଇ):୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ‘ମୋ ଡାଏରୀ’ ପ୍ରଦାନ କରାଯିବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଏହା ଦିଆଯିବ । ୨୦୨୧-୨୨ ୟୁ-ଡାଇସ ତଥ୍ୟ ଅନୁଯାୟୀ ଜିଲ୍ଲାୱାରୀ ନାମଲେଖା ସଂଖ୍ୟା ଅନୁଯାୟୀ ଏହି ମୋ ଡାଏରୀ ପ୍ରସ୍ତୁତ କରାଯାଇଛି । ଏହାବ୍ୟତୀତ ସମସ୍ତ ସରକାରୀ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟକୁ ଏକାଡେମିକ କ୍ୟାଲେଣ୍ଡର ଦିଆଯିବାକୁ ବ୍ୟବସ୍ଥା ହୋଇଥିବା ଜଣାପଡିଛି ।
ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ‘ମୋ ଡାଏରୀ’*


More Stories
ରାୟଗଡ଼ରେ ଅଣ-କ୍ୟାଡର ସରକାରୀ ଅଭିଯୋଜକମାନଙ୍କ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଉଦଘାଟିତ।
ODISHA VIGILANCE ARRESTS COOPERATIVE OFFICIAL IN RS.33.80 LAKH FINANCIAL FRAUD.
Vigilance caught him while he was taking a bribe of Rs.15,000 from the Lampsis in-charge for harvesting paddy.