ମୃତକ ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା
ଆହତ ଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ
ଭୁବନେଶ୍ବର 28/6/23 ଗତ ରାତିରେ କେଉଁଝର ଜିଲ୍ଲା ଷଠୀଘର ଠାରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି
ଏହି ଦୁର୍ଘଟଣାରେ ଆହତ ମାନଙ୍କୁ ଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି .


More Stories
ଅବକାରୀ ମନ୍ତ୍ରୀଙ୍କ ବଡବୟାନ ରାଜ୍ୟରେ ଆଉ ଖୋଲିବନି ନୁଆ ମଦ ଦୋକାନ ।
Forester of Bandhbahal, arrested by Odisha Vigilance for accepting Rs 5,000 bribe.
ଦିନ ଦିପହରେ ଜାତୀୟ ରାଜପଥରେ ରାହାଜାନୀ ଓ ମରଣତ୍ମକ ଆକ୍ରମଣ l