ମୃତକ ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା
ଯାଜପୁର ରୋଡ ଷ୍ଟେସନରେ ଟ୍ରେନ ରେ କଟି ଛ୍ଅ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ପାଞ୍ଚ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି
ଏହି ଦୁର୍ଘଟଣାରେ ଆହତ ଦୁଇ ଜଣ ଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି .



More Stories
హైదరాబాద్ మహిళా ఐపీఎస్ బడుగుల సుమతి, యావత్ దేశ పోలీసులకు ఒక గొప్ప మంత్రాన్ని అందించారు.
ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍: ମାଷ୍ଟରମାଇଣ୍ଡ ପୁଣେର ଜୀବବିଜ୍ଞାନ ଅଧ୍ୟାପିକା ମନୀଷା ମନ୍ଧାରେ ଗିରଫ।
ସିବିଆଇ ପଞ୍ଝାରେ ନିଟ ପ୍ରଶ୍ନପତ୍ର ଲିକ୍ର କିଙ୍ଗପିନ ପ୍ରଫେସର କୁଲକର୍ଣ୍ଣି