ଖୋର୍ଦ୍ଧା ଜିଲ୍ଲା ବାଣପୁର ବିଜ୍ଞାପିତ ଅଞ୍ଚଳ ରେ ଥିବା ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ଆଜି ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଆୟୋଜିତ ଶିବିରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତାଙ୍କ ସଭାପତିତ୍ବ ରେ ମହାବିଦ୍ୟାଳୟର ପରିସରରେ ଏନ.ସି.ସି ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସଫାଈ ଅଭିଯାନର କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇଥିବା ବେଳେ । ମହାବିଦ୍ୟାଳୟ ବରିବେସକୁ ପ୍ଲାଷ୍ଟିକ ମୁକ୍ତ ରଖିବା ପାଁଇ ଅଧ୍ୟକ୍ଷ ଶ୍ରୀ ହୋତା ଛାତ୍ର ଛାତ୍ରୀ ମାନଂକୁ ପ୍ରେରଣା ଦେଇ ଥିଲେ । ଏହି କାର୍ଯ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ ମହାବିଦ୍ୟାଳୟ ର ରସାୟନ ଶାସ୍ତ୍ର ର ମୁଖ୍ୟ ଡଃ ଆର ଏନ ଏସ ବର୍ମା ସମେତ ଲେପ୍ ଲାଣ୍ଟ ଗୁରୁକିଶୋର ନାୟକ ଙ୍କ ଦ୍ଵାରା ପରିଚାଳିତ ହୋଇଥିଲା । ଏଥିରେ ବହୁ ଏନ.ସି.ସି ଛାତ୍ର ଛାତ୍ରୀ ଛାତ୍ର ଛାତ୍ରୀ ମାନେ ଭାଗ ନେଇଥିଲେ



More Stories
କୋଦଳା ଓକିଲ ସଙ୍ଘ ନିର୍ବାଚନ : ଲଗାତାର ପଞ୍ଚମ ଥର ପାଇଁ ସଭାପତି ହେଲେ ପୂର୍ଣ୍ଣଚନ୍ଦ୍ର ମିଶ୍ର l
ଯୁକ୍ତ ତିନି ଶେଷବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ
ମାଙ୍କ ମହିଁସା ମର୍ଦିନୀ ବେଶରେ ଦର୍ଶନ ପରେ, ନବରାତ୍ର ମହୋତ୍ସବ ଉଦଯାପିତ।