ଚିଲିକା (ଆମ ଓଡ଼ିଶା ଖବର )ସଡ଼କ ଦୁର୍ଘଟଣାରେ ଜଣେ ପଥଚାରୀ ର ମୃତ୍ୟୁ ହୋଇଛି , ମୃତ ବ୍ୟକ୍ତି ଜଣକ ହେଉଛନ୍ତି ବାଲୁଗାଁ ସରଳା ପଦର ଗ୍ରାମର ରାମ ସାହୁ । ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ନିକଟସ୍ଥ କୋଚିଲା ଛକ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା । ଏହି ଦୁର୍ଘଟଣା କି’ଏ ଘଟାଇଲା ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ଦୁର୍ଘଟଣା ପରେ ଏହି ପଥଚାରୀ ଜଣକ ରକ୍ତ ଜୁଡୁବୁଡୁ ହୋଇ ରାସ୍ତା ଉପରେ ପଡିଥିବା କେତେକ ଗାଡି ଚାଳକ ଦେଖିବା ପରେ ପୋଲିସ ଖବରପାଇ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ଉଦ୍ଧାର କରି ତାଙ୍କୁ ଟାଙ୍ଗୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା ମାତ୍ର ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି ।
ସଡ଼କ ଦୁର୍ଘଟଣାରେ ବାଇକ ଆରୋହୀ ମୃତ୍ୟୁ ।


More Stories
ଶ୍ରୀ ଚୈତନ୍ଯ ରିସର୍ଚ ଆସୋସିଏସନ ମକର ସଙ୍କ୍ରାନ୍ତି ପାଳିବା ସହିତ, ଗ୍ରନ୍ଥ ଲୋକାର୍ପଣ କଲେ।
କୁଖ୍ୟାତ ଡକାୟତ ନିରଞ୍ଜନ ସ୍ୱାଇଁକୁ ଧରିଲା ଧଉଳି ପୋଲିସ।
ସର୍ବଭାରତୀୟ ଓପନ କୋରାଟେରେ ମହମ୍ମଦ ଓକିଲଙ୍କ ସର୍ଣ୍ଣ ପଦକ ହାସଲ।