ବେଗୁନିଆପଡା, (ରାକେଶ ମହାରଣା)
ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ଏସ.ଛଚିନା ସ୍ଥିତ କସ୍ତୁରବା ଆବାସିକ ବାଳିକା ବିଦ୍ୟାଳୟ ଠାରେ ଏକ ମାଗଣା ସ୍ୱାସ୍ଥ୍ୟ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି | ଏହି ସ୍ୱାସ୍ଥ୍ୟ ଶିବିରରେ କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଆଦିତ୍ୟ ପ୍ରସାଦ ସାହୁ ଯୋଗ ଦେଇ ବିଦ୍ୟାଳୟ ର ସମସ୍ତ ଛାତ୍ରୀ ଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଯାଞ୍ଚ କରି ବୁଝିଥିଲେ | ଆବଶ୍ୟକ ସ୍ଥଳେ ଛାତ୍ରୀ ମାନଙ୍କୁ ଔଷଧ ପ୍ରଦାନ କରିଥିଲେ | ଏହି ଶିବିରରେ ଡ଼ଃ.ବନଜା ପଟ୍ଟନାୟକ, ଡ଼ଃ.ଅନିତା ସ୍ୱାଇଁଙ୍କ ସମେତ ସ୍ୱାସ୍ଥ୍ୟ କର୍ମୀ ଶ୍ରଦ୍ଧାଞ୍ଜଳି ଭୋଳ, କାଁହୁ ଗୌଡ଼ ପ୍ରମୁଖ ଉପସ୍ଥିତ ଥିଲେ |
More Stories
ଗଞ୍ଜାମ ଜିଲା ବୈଦନାଥପୁର ଥାନା ଅନ୍ତର୍ଗତ ନକଲି ଡାକ୍ତରଙ୍କ କଳା କରନାମା।
ମାଓବାଦୀ ସଙ୍ଗଠନକୁ ବଡ଼ ଝଟ୍କା। ପେଟଗୁଡା ଜଙ୍ଗଲରୁ ଧରାହେଲା, ମାଓବାଦୀ ହିଡ୍ମା କୁଞ୍ଜମ୍।
ସ୍ତ୍ରୀ ର ଟାଙ୍ଗିଆ ଚୋଟରେ ସ୍ୱାମୀ ମୃତ l