ରିପୋର୍ଟ :ଦେବାଶିଷ
ବେଗୁନିଆପଡା, (ଆମ ଓଡିଶା ଖବର): ବେଗୁନିଆପଡା ବ୍ଲକ ଅନ୍ତର୍ଗତ ଅଙ୍ଗାରଗାଁ ପଞ୍ଚାୟତରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ସରପଞ୍ଚ ନିଁଳେନ୍ଦ୍ରୀ ସେଠୀ ଙ୍କ ଅଧ୍ୟକ୍ଷତାରେ ସମ୍ପନ୍ନ ହୋଇଛି | ଶ୍ରୀମତୀ ସେଠୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ କରିଥିଲେ | ଏଥିରେ ମୋଟ 152 ଜଣଙ୍କୁ ଭତ୍ତା କାର୍ଡ ବଣ୍ଟନ ହୋଇଥିବା ସୂଚନା ମିଳିଛି | ଏହି କାର୍ଯ୍ୟକ୍ରମରେ ସରପଞ୍ଚ ପ୍ରତିନିଧି ପୁର୍ଣ ଚନ୍ଦ୍ର ସେଠୀ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବନା ଶବର ପ୍ରମୁଖ ଉପସ୍ଥିତ ଥିଲେ |
More Stories
ଅଗଷ୍ଟ ୧୫ରୁ ବାର୍ଷିକ ଫାସ୍ ଟ୍ୟାଗ୍ ପାସ୍ ବଦଳିବ।
ଏନ୍.ସି.ସିର ମିଳିତ ବାର୍ଷିକ ପ୍ରଶିକ୍ଷଣ ଶିବିର ଉଦଯାପିତ।
ମା ଠାକୁରାଣୀ ବୁଡ଼ ଯାତ୍ରା ଉପଲକ୍ଷେ କନିଆରୀବାଡ଼ି ଗ୍ରାମରେ ରାମାୟଣ ନାଟକ ମଞ୍ଚସ୍ଥ