ରିପୋର୍ଟ :ଦେବାଶିଷ
ବେଗୁନିଆପଡା, (ଆମ ଓଡିଶା ଖବର):ବେଗୁନିଆପଡା ବ୍ଲକ ଅନ୍ତର୍ଗତ ଅଙ୍ଗାରଗାଁ ପଞ୍ଚାୟତ ପରିସରରେ ହରିଶ୍ଚନ୍ଦ୍ର ଯୋଜନାରେ ହିତାଧିକାରୀ ମାନଙ୍କୁ ଅର୍ଥ ରାଶି ବଣ୍ଟନ କରାଯାଇଛି | ଛଅ ଜଣ ଏହି ଯୋଜନାରେ ସରକାରୀ ସହାୟତା ପାଇବାକୁ ଥିବା ବେଳେ ସେମାନଙ୍କୁ ସରପଞ୍ଚ ଶ୍ରୀମତୀ ନିଁଳେନ୍ଦ୍ରୀ ସେଠୀ ଏହି ଅର୍ଥ ରାଶି ପ୍ରଦାନ କରିଥିଲେ | ଏହି କାର୍ଯ୍ୟକ୍ରମରେ ସରପଞ୍ଚ ପ୍ରତିନିଧି ପୁର୍ଣଚନ୍ଦ୍ର ସେଠୀ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବନା ଶବର, ଏଡିଇଓ ପ୍ରୀୟ ଦର୍ଶିନୀ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ |


More Stories
ରାଗପୁର ଠାରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ l
ମାଟ୍ରିକ ଟପ୍ପରଙ୍କୁ କୋଦଳା ଏନଏସି ପକ୍ଷରୁ ସମ୍ବର୍ଦ୍ଧନା l
ପଶ୍ଚିମବଙ୍ଗରେ ବିଜେପି ଇନ୍, ଦିଦି ଆଉଟ ହେବା ପରେ ସୁମଣ୍ଡଳ ଠାରେ ବିଜେପିର ବିଜୟ ଶୋଭାଯାତ୍ରା l