ଖୋର୍ଦ୍ଧା ରୁ ଞାନ ରଞ୍ଜନ ଦାଶ
ଖୋର୍ଦ୍ଧା (ଆମ ଓଡ଼ିଶା ଖବର )ଆଜି ଦେଶ ପାଳନ କରୁଛି 75ତମ ଗଣତନ୍ତ୍ର ଦିବସ। ଦିଲ୍ଲୀଠୁ ପଲ୍ଲୀ ଏନେଇ ସବୁଠି ଉତ୍ସବର ମାହୋଲ୍।। ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଅଂଚଳରେ ଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ସରକାରୀ କାର୍ଯ୍ୟାଳୟ,ନିରାକାରପୁର ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ,ନିରାକାରପୁର ଉପର ବଜାର ଗାଡି ମାଲିକ ସଂଘ ଓ ଡ୍ରାଇଭର ଚାଳକସଂଘ ସହିତ ବିଭିନ୍ନ ସଂଗଠନ ପକ୍ଷରୁ ୭୫ତମ ସ୍ୱାଧିନତା ଦିବସ ପାଳିତ ହୋଇଛି।ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀମାନେ ବିଦ୍ୟାଳୟରେ ପତାକା ଉତ୍ତୋଳନ କରି ହାତରେ ପତାକା ଧରି ଭାରତମାତା କି ଜୟ ବନ୍ଦେ ମାତରମ ଧ୍ୱନି ଦେଇ ଜାତୀୟ ସଗିଂତ ଗାନ କରି ଶୋଭାଯାତ୍ରାରେ ବଜାର ପରିକ୍ରମା କରିଥିଲେ।


More Stories
ବାଣିଜ୍ୟରେ 93% ରଖି ବିଦ୍ୟାଳୟ ଟପର ହେଲେ ବାଲୁଗାଁର ଅଞ୍ଚିତା ନାୟକ l
जनकल्याण सोसाइटी की तीसरी जनरल मीटिंग।
జనకళ్యాణ్ సొసైటీ మూడవ సర్వసభ్య సమావేశం.