କପିଳେଶ୍ଵର ସିଂହଙ୍କ ରିପୋର୍ଟ)
ନିରାକାରପୁର: ୨୧/୦୬/୨୦୨୩ ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ନିକଟସ୍ଥ ଶ୍ରୀ ଦେବ୍ୟୈ ଶୁକ୍ଳ ୟଜୁର୍ବେଦ କାଣ୍ବ ବେଦପାଠଶାଳାରେ ୯ମ ଆନ୍ତର୍ରାଷ୍ଟ୍ରୀୟ ଯୋଗ ଦିବସ ମହାସମାରୋହରେ ପାଳନ କରାଯାଇଛି। ଡଃ କୃପାସିନ୍ଧୁ ପଣ୍ଡା, ପଣ୍ଡିତ ତପନ କୁମାର ମହାପାତ୍ର, ପଣ୍ଡିତ ନଳିନୀ କାନ୍ତ ନନ୍ଦ, ପଣ୍ଡିତ ବସନ୍ତ କୁମାର ପଣ୍ଡା ଓ ବେଦବିଦ୍ୟାର୍ଥୀ ମାନଙ୍କ ଦ୍ଵାରା ଯୋଗାସନ, ପ୍ରାଣାୟମ, ଧ୍ୟାନ କରାଯାଇଛି ଏବଂ ଯୋଗ ଦ୍ବାରା ଶାରୀରିକ, ମାନସିକ, ଆଧ୍ୟାତ୍ମିକ, ଭୌତିକ ବିକାଶ ହେବା ସହ ବିଶ୍ବକୁ ବସୁଧୈବ କୁଟୁମ୍ବକମ୍ ପରି ଏକତା ସୂତ୍ରରେ ବାନ୍ଧି ରଖିଥାଏ, ଯୋଗ ଉପରେ ଏକ ଆଲୋଚନା ଚକ୍ର କରାଯାଇଥିଲା



More Stories
ସାଙ୍କୁଡ଼ା ଧବଳେଶ୍ୱର ଠାରେ ବିଜେପି ମହିଳାମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ସମାବେଶ l
ରାୟ ରାମାନନ୍ଦଙ୍କ ତିରୋଭାବ୍ ପାଳିଲେ ଶ୍ରୀଚୈତନ୍ଯ ରିସର୍ଚଆସୋସିଏସନ।
ଯୁକ୍ତ ତିନି ଶେଷବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା l