ରିପୋର୍ଟ :ଅଜିତ କୁମାର ଭାତରା
ରାୟଗଡ:(ଆମ ଓଡ଼ିଶା ଖବର )ତା. ୨୪/୧୨- ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଆଜି ମୁନିଗୁଡା ବ୍ଲକ ଅନ୍ତର୍ଗତ ଆଦର୍ଶ ଗ୍ରାମ ଶକଟାକୁ ପରିଦର୍ଶନ କରିଥିଲେ l ଏହି ପରିଦର୍ଶନ ବେଳେ ଗ୍ରାମ ବିଦ୍ୟାଳୟ, ଅଙ୍ଗନବାଡି କେନ୍ଦ୍ର, ଛତୁଆ କେନ୍ଦ୍ର ଓ ପରିମଳ ବ୍ୟବସ୍ଥାକୁ ଅନୁଧ୍ୟାନ କରିବା ସହିତ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ l ଗ୍ରlମବାସୀଙ୍କ ବିଭିନ୍ନ ସମସ୍ୟା ବିଷୟରେ ପଚାରି ବୁଝିଥିଲେଏହି ଗ୍ରାମକୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଗତ ତା ୧୫/୧୨/୨୪ରିଖରେ ଦିନ ଭଗବାନ ବିର୍ଷା ମୁଣ୍ଡl ଜୟନ୍ତୀ ଅବସରରେ ଘୋଷଣା କରିଥିଲେ l ଏହି ପରିଦର୍ଶନ ସମୟରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅକ୍ଷୟ ଖେମୁଣ୍ଡୁ, ବିଡ଼ିଓ ମୁନୁଗୁଡା, ତହସିଲଦାର ମୁନିଗୁଡା, ସରପଞ୍ଚ ଓ ସମ୍ପାଦକ ଓ ଅବ୍ୟାନ୍ୟ ଅଧିକାରୀ ଉପସ୍ଥିତି ଥିଲେ l


More Stories
ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବନ ରେଞ୍ଜ୍ର ଅଧିକାରୀ ସୁକୁମାର ଦୁଖୁ।
ଜଳସେଚନ ଯନ୍ତ୍ରୀଙ୍କ ୮ପ୍ଲଟ୍, ୧.୭ କୋଟିର ଜମା।
Odisha Vigilance raids at 6 locations of Additional Chief Engineer Shri Rajesh Chandra Mohanty.