ରାୟଗଡ଼, ,,
ଚଳିତ ମାସ 03 07 2023 ତାରିଖ ଦିନ କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକର ସୋରୁପଲ୍ଲି ଆମ୍ଭ ତୋଟା ରେ ସି ପି ଆଇ (ଏମ ଏଲ) ଲିବରେସନ ତରଫରୁ ବ୍ଲକ ସ୍ତରୀୟ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କୋତୋଟି ଗୁରୁତ୍ୱପୂର୍ଣ୍ଣ ବିଷୟ ଯଥା ପ୍ରତି ପଞ୍ଚାୟତ ରେ ମିଟିଂ କରିବା ସଂଗେ ସେପ୍ଟେମ୍ବର ମାସ ରେ ବଦୁଂଗା ବ୍ଲକ କାର୍ଯ୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି l
ସି ପି ଆଇ ଏମ ଏଲ ର ବ୍ଲକ ସ୍ତରୀୟ ସମ୍ମିଳନୀ, ,,,


More Stories
ଖୋର୍ଦ୍ଧା ବ୍ଲକ ନନ୍ଦପୁର ଗ୍ରାମ ପଂଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର l
ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ” ଅନୁଷ୍ଠିତ l
ଚାଷୀଙ୍କ ଧାନ ଫସଲର କ୍ଷତିପୂରଣ ପାଇଁ ଦାବୀ କଲା ଆପ୍ l